କରୋନାରେ ଆକ୍ରାନ୍ତ ହେଲେ ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ


ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ଼ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଷି ଲାଲ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।


Share It

Comments are closed.