ସାଲୁଗା ପ୍ରଧାନ ବିଧାନସଭା ନୂଆ ଉପବାଚସ୍ପତି


ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି। ଉପବାଚସ୍ପତି ଭାବେ ମଙ୍ଗଳବାର ପୂର୍ବାହ୍ନରେ ସାଲୁଗା ପ୍ରଧାନ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।
ସୂଚନା ଯୋଗ୍ୟ,କନ୍ଧମାଳ ଜିଲା ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲ କରିଥିଲେ। ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି।


Share It

Comments are closed.