Browsing Category

ଖବର

୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’ ଲୋକାର୍ପିତ

ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନା ହେବ ‘ଆମ ହସ୍ପିଟାଲ’ ଭୁବନେଶ୍ବର, ୧୭.୦୨.୨୦୨୪ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି  ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର, ସୁବର୍ଣ୍ଣପୁର

ସୋଆରେ ନର୍ସିଂ କ୍ଷେତ୍ରରେ ଗବେଷଣା ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୨୪/୦୨: ନର୍ସିଂ କ୍ଷେତ୍ରକୁ ପରିବ୍ୟାପ୍ତ କରିବା ନିମନ୍ତେ ଅଧିକ ଗବେଷଣାର ଆବଶ୍ୟକତା ରହିଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗବେଷଣା ଅଧିକ ଗୁରୁତ୍ୱ ରଖୁଥିବା ବେଳେ ନର୍ସିଂ ଶିକ୍ଷା ଗ୍ରହଣ କରୁଥିବା ଏବଂ ଏ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିବିଶେଷ ନୂତନ ଗବେଷଣାରେ ମନୋନିବେଶ

ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ

ପାଞ୍ଚଟି ଏନଏସି ଯଥା ବୌଦ୍ଧଗଡ଼  ଆସ୍କା  ଛତ୍ରପୁର  କରଞ୍ଜିଆ ଓ  କଣ୍ଟାବାଞ୍ଝି  ମୁନିସିପାଲିଟିକୁ  ଉନ୍ନୀତ ଭୁବନେଶ୍ବର, ୨୪/୨/୨୦୨୪ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି

ଏମ୍‌ସ ଭୁବନେଶ୍ବରରେ ପ୍ରଥମ ଥର ପାଇଁ ମୃତକଙ୍କ ଶରୀରରୁ ଅଙ୍ଗ ପୁନରୁଦ୍ଧାର

 ଅନ୍ୟ ଜୀବନ ବଞ୍ଚାଇବାକୁ ଯାଇ ଅମର ହୋଇଗଲେ ୧୪ ବର୍ଷୀୟ ନବମ ଶ୍ରେଣୀ ଛାତ୍ରୀ, ଯକୃତ ଦାନ କଲେ  ଗ୍ରୀନ୍‌ କରିଡର୍‌ରେ ଆଇଏଲ୍‌ବିଏସ ନୂଆଦିଲ୍ଲୀକୁ ଗଲା ଯକୃତ ଭୁବନେଶ୍ବର, ୨୩/୦୨/୨୦୨୪: ପ୍ରତିରୋପଣ ସେବା କ୍ଷେତ୍ରରେ ନିଜର ପାରଦର୍ଶିତାକୁ ବଜାୟ ରଖିବା ସହିତ ମୃତକଙ୍କ ଶରୀରରୁ ଅଙ୍ଗ

ସ୍ଵାବଲମ୍ବୀ କାରିଗରଙ୍କ ପ୍ରାପ୍ୟ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି

5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ ଭୁବନେଶ୍ବର, ୨୧.୦୨.୨୪: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ।  ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦

‘ସ୍ଵୟମ୍’ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ବୁଝାମଣା ପତ୍ର ସ୍ଵାକ୍ଷରିତ

ରାଜ୍ୟର ଯୁବଗୋଷ୍ଠୀଙ୍କୁ ସ୍ଵତନ୍ତ୍ର ଯୁବ ଉଦ୍ୟମୀରେ ପରିଣତ କରିବା ପାଇଁ ଓଡିଶା ରାଜ୍ୟ ସରକାରଙ୍କ ଦ୍ଵାରା ଆରମ୍ଭ ହୋଇଥିବା ‘ସ୍ଵୟମ୍’ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାର ଓ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍ମଲ୍ ଏଣ୍ଟରପ୍ରାଇଜେସ୍

ମାନ୍ୟବର ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି…

ଭୁବନେଶ୍ୱର : ଚଳିତ ଫେବୃୟାରୀ ୨୮ ରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର,କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି

ସୁନ୍ଦରଗଡ଼ ଜିଲ୍ଲାରେ ମହାପ୍ରୟାଣ ଗାଡ଼ି ପରିଚାଳନା ପାଇଁ ନିୟୋଜିତ ହୋଇଛି ଜିକିତ୍ସା ହେଲଥକେୟାର

ସୁନ୍ଦରଗଡ଼, ୨୧ ଫେବୃଆରୀ ୨୦୨୪: ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଜିକିତ୍ସା ହେଲ୍‌ଥକେୟାର ଲିମିଟେଡ (ଜେଡ୍‌ଏଚ୍‌ଏଲ୍‌) ଜରୁରୀକାଳିନ ସ୍ୱାସ୍ଥ୍ୟସେବା ବାହାରେ ଓଡିଶାରେ ନିଜର ସେବାଗୁଡିକୁ ବିସ୍ତାର କରିଛି । ସୁନ୍ଦରଗଡ ଜିଲ୍ଲା ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ (ଡିଏମ୍‌ଏଫ୍‌) ପକ୍ଷରୁ  …

ସୋଆରେ ଜୀବାଣୁ, ଟୀକା ଓ ପ୍ରତିରୋଧକ ଶକ୍ତି ସମ୍ପର୍କିତ ଆନ୍ତର୍ଜାତିକ ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ୱର, ୨୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସଏଏଚ୍‌)ରେ ଏକ ତିନି ଦିନିଆ ଆନ୍ତର୍ଜାତିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ ଭାରତ ଓ ବିଦେଶରୁ ପ୍ରାୟ ୬୯ ଜଣ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସମବାୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟ ସମବାୟ ଉନ୍ନୟନ କମିଟିର ଦ୍ୱିତୀୟ ବୈଠକ (ଏସସିଡିସି) ଆଜି ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ