Browsing Category

କ୍ରୀଡା

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

କଠିନ ପରିଶ୍ରମ ଓ ଏକାଗ୍ରତା ହିଁ ସଫଳତାର ଚାବିକାଠି:ମନ୍ତ୍ରୀ ଭୁବନେଶ୍ୱର, ୦୩.୦୩.୨୦୨୪- ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ-  ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ

ପଦକ ବିଜେତା ଭାରତୀୟ ହକି ଦଳର ଖେଳାଳିଙ୍କୁ ନଗଦ ପୁରସ୍କାର ଘୋଷଣା କଲେ ଓଡ଼ିଶା ସରକାର

- ଏସିଆନ୍ ଚାମ୍ପିୟନ୍ସ ଟ୍ରଫି ପ୍ରଦର୍ଶନ ପାଇଁ ଅମିତ ରୋହିଦାସ ଓ ଦୀପଗ୍ରେସ୍ ଏକ୍କାଙ୍କୁ ୩,୭୫,୦୦୦ ଟଙ୍କା ଲେଖାଏଁ ପୁରସ୍କାର- ଏଫ୍ ଆଇଏଚ୍ ହକି ୫ଏସ୍ ମହିଳା ବିଶ୍ବକପ୍ ୨୦୨୪ରେ ରୌପ୍ୟ ପଦକ ପାଇଁ ମାରିଆନା କୁଜୁର, ଜ୍ୟୋତି ଛତ୍ରୀ ଓ ଅଜମିନା କୁଜୁରଙ୍କୁ ୧୨,୫୦,୦୦୦ ଟଙ୍କା ଲେଖାଏଁ 

ପୁରୀରେ ନୂଆ ଓ ରାଜ୍ୟ ସ୍ତରୀୟ ଖୋଖୋ ପ୍ରତିଯୋଗିତା ଶୁଭାରମ୍ଭ

ପୁରୀ ୭/୨ : ପିଲା ମାନଙ୍କ କ୍ରୀଡା ପ୍ରତିଭା ର ବିକାଶ ପାଇଁ ରାଜ୍ୟ ସରକାର ନୂଆ ଓ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସ୍ଥା କରିଛନ୍ତି।ଯାହା ଫଳରେ ପିଲା ମାନଙ୍କ ଲୁକ୍କାୟିତ ପ୍ରତିଭାକୁ ପରିପ୍ରକାଶ କରା ଯାଇପାରୁଛି ବୋଲି କ୍ରୀଡା ଓ ଯୁବ ବ୍ୟାପାର ନିର୍ଦ୍ଦେଶକ ଶ୍ରୀ ସିଦ୍ଧାର୍ଥ ଦାସ କହିଛନ୍ତି

ରାଜ୍ୟ ସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଉଦଘାଟିତ

ପୁରୀ ୬/୨ ପୁରୀ ଜଗନ୍ନାଥ ଷ୍ଟାଡିୟମ ଠାରେ ଆଜି ଠାରୁ ଆରମ୍ଭ ହୋଇଛି ରାଜ୍ୟ ସ୍ତରୀୟ ପୁରୁଷ ଓ ମହିଳା କ୍ରିକେଟ ପ୍ରତିଯୋଗିତା।ନୂଆ ଓ ମାଧ୍ୟମରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଜିଲ୍ଲାପାଳ ବିଜୟ କୁମାର ଦାଶ ଉଦଘାଟନ କରିବା ସହ କ୍ରୀଡା ଶୃଙ୍ଖଳା, ଭାଇଚାରା ଓ ଶାରୀରିକ ସୁସ୍ଥତା ରଖିବାରେ

ରିଲାଏନ୍ସ ଫାଉଣ୍ଡେସନ୍‌ର କ୍ରୀଡ଼ାବିତ୍ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍‌ସ ୨୦୨୪ରେ ଜିତିଲେ ୬ ପଦକ

ଭୁବନେଶ୍ୱର: ତାମିଲନାଡୁରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍‌ସ ୨୦୨୪ରେ ରିଲାଏନ୍ସ ଫାଉଣ୍ଡେସନର ଯୁବ କ୍ରୀଡ଼ାବିତମାନେ ଦୌଡ଼କୁଦ କ୍ରୀଡ଼ାରେ ୩ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ, ଗୋଟିଏ କାଂସ୍ୟ ଏବଂ ବାଳକ ଇଭେଣ୍ଟ ଚମ୍ପିଆନସିପରେ ଗୋଟିଏ ରୌପ୍ୟ ପଦକ ସମେତ ୬ଟି ପଦକ ଜିତି ଇତିହାସ ସୃଷ୍ଟି

ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ – ସାମିଲ ହେବେ ୯ ଗ୍ରାଣ୍ଡ ମାଷ୍ଟର ଓ ୨୪…

ଭୁବନେଶ୍ୱର, ଜାନୁଆରୀ ୨୫ : ଜାନୁଆରୀ ୨୮ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୪ ଜଣ ଇନ୍‌ଟରନ୍ୟାସ୍‌ନାଲ୍ ମାଷ୍ଟର ସାମିଲ ହେବେ ବୋଲି ଗୁରୁବାର ଆୟୋଜକମାନେ ସୂଚନା ଦେଇଛନ୍ତି । ଶିକ୍ଷା ଓ ଅନୁସନ୍ଧାନ

ଗୁଜରାଜ ଜାଏଂଟ୍ସ ଅଲ୍ଟିମେଟ ଖୋ ଖୋ ସିଜନ-୨ର ବିଜେତା

ଅଲ୍ଟିମେଟ ଖୋ ଖୋ ସିଜନ ୨ର ଚାମ୍ପିଅନ ହୋଇଛି ଗୁଜରାଟ ଜାଏଂଟ୍ସ ।ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ଗୁଜରାଟ ଜାଏଂଟ୍‌ସ, ଚେନ୍ନାଇ କ୍ୱିକ ଗନ୍‌ସକୁ ୩୧-୨୬ ପଏଂଟରେ ପରାଜିତ କରି ଟାଇଟଲ ହାସଲ କରିଛି । ଲିଗ ପର୍ଯ୍ୟାୟରେ ଅନିଶ୍ଚିତତାର ସମ୍ମୁଖୀନ…

ଫାଇନାଲରେ ଗୁଜରାଟ ଜିଆଂଟ୍ସକୁ ଭେଟିବ ଚେନ୍ନାଇ କ୍ୱିକ ଗନ୍ସ

କଟକ,୧୨ ଜାନୁଆରୀ ୨୦୨୪: ୩୨ଟି ମ୍ୟାଚ ଓ ୧୬ ଦିନର ଉତ୍ସାହଜନକ ଖୋ ଖୋ ପରେ ଅଲ୍ଟିମେଟ ଖୋ ଖୋ ସିଜନ ୨ର ଚାମ୍ପିଅନ ପଦ ପାଇଁ ଆସନ୍ତାକାଲି (ଶନିବାର) କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଚେନ୍ନାଇ କ୍ୱିକ ଗନ୍ସ ଓ ଗୁଜରାଟ ଜିଆଂଟ୍ସ ମଧ୍ୟରେ ମହାମୁକାବିଲା ହେବ । ଦର୍ଶକଙ୍କ ପସନ୍ଦର ଦଳ ଭାବେ

ଅଲ୍ଟିମେଟ ଖୋ ଖୋ ସିଜନ-୨: ଚେନ୍ନାଇ କ୍ୱିକ ଗନ୍ସ ଓ ଗୁଜରାଟ ଜିଆଂଟ୍ସ ମଧ୍ୟରେ ଫାଇନାଲ

କଟକ,୧୧ ଜାନୁଆରୀ ୨୦୨୪: ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ଅଲ୍ଟିମେଟ୍ ଖୋ ଖୋ ସିଜନ ୨ର ୨ୟ ସେମି ଫାଇନାଲ ମ୍ୟାଚରେ ଚେନ୍ନାଇ କ୍ୱିକ ଗନ୍ସ, ତେଲୁଗୁ ୟୋଦ୍ଧାସକୁ ୩୧-୨୯ ପଏଂଟରେ ପରାଜିତ କରି ଫାଇନାଲରେ ପ୍ରବେଶ କରିଛି । ଏହି ରୋମାଂଚକର ବିଜୟ ସହିତ ଏବେ ଚେନ୍ନାଇ…

ଅଲ୍ଟିମେଟ ଖୋ ଖୋ ସିଜନ-୨ : ଓଡିଶା ଜଗରନଟ୍ସକୁ ହରାଇ ଫାଇନାଲରେ ଗୁଜରାଟ ଜିଆଂଟ୍ସ

କଟକ,୧୧ ଜାନୁଆରୀ ୨୦୨୪: ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ଅଲ୍ଟିମେଟ୍ ଖୋ ଖୋ ସିଜନ ୨ର ପ୍ରଥମ ସେମି ଫାଇନାଲ ମ୍ୟାଚରେ ଗୁଜରାଟ ଜିଆଂଟ୍ସ, ଡିଫେଣ୍ଡିଙ୍ଗ ଚାମ୍ପିଅନ ଓଡିଶା ଜଗରନଟ୍ସକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ଗୁଜରାଟ ଜିଆଂଟ୍ସ ୨୯-୨୭ ପଏଂଟରେ ଓଡିଶାକୁ