କେରଳରେ ପ୍ରଥମ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି


କେରଳରେ ଶନିବାର ପ୍ରଥମ କରୋନା ମୃତ୍ୟୁ ସାମ୍ନାକୁ ଆସିଛି। ଫଳରେ ଦେଶରେ ମୃତ୍ୟୁ ସଂଖ୍ୟା ୨୦ରେ ପହଞ୍ଚିଛି। କେରଳରେ ଶନିବାର ଜଣେ ୬୯ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସରକାରୀ ସୂତ୍ରରୁ ଦେଶରେ ୨୦ ମୃତ୍ୟୁ ଘଟିଥିବା ଦର୍ଶାଯାଇଥିବାବେଳେ ବେସରକାରୀ ଭାବେ ୨୩ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହି ୨୩ ଜଣଙ୍କ ମଧ୍ୟରୁ ୨୨ ଜଣଙ୍କ ବୟସ ୫୦ ବର୍ଷରୁ ଅଧିକ ହୋଇଥିବାବେ​‌ଳେ ଜଣକର ବୟସ ୩୮ ବର୍ଷ ରହିଛି।


Share It

Comments are closed.