ଶନିବାର ଦିନ କରନ୍ତୁ ଏହି ସବୁ ଉପାୟ, ବର୍ଷିବ ଶନିଦେବଙ୍କ କୃପା

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ଏକ ନିଷ୍ଠୁର ଗ୍ରହ ବୋଲି କୁହାଯାଏ। ଶନିଦେବ ଲୋକଙ୍କୁ ସେମାନଙ୍କ କର୍ମ ଅନୁଯାୟୀ ଫଳ ପ୍ରଦାନ କରନ୍ତି। ଯଦିଓ ଶନି ଦେବଙ୍କୁ ଯେ କୌଣସି ଦିନରେ ପୂଜା କରାଯାଇପାରିବ, କିନ୍ତୁ ଶନିବାର ନ୍ୟାୟର ଦେବତା ଶନି ଦେବଙ୍କ ଲାଗି ସମର୍ପିତ । କୁହାଯାଏ, ଶନି ଦେବ ପ୍ରତ୍ୟେକ ମଣିଷକୁ ତାର କର୍ମ ଅନୁଯାୟୀ ଉପଯୁକ୍ତ ଫଳ ଦେଇଥାଆନ୍ତି । ଧାର୍ମିକ ବିଦ୍ବାନଙ୍କ ମତ ଅନୁଯାୟୀ,ଶନି ଦେବ ସନ୍ତୁଷ୍ଟ ହେଲେ ମଣିଷର ଭାଗ୍ୟଦୋୟ ହେବାକୁ ବେଶି ସମୟ ଲାଗେ ନଥାଏ । ସେହିପରି ଯଦି ଶନି ଦେବ ରୋଷ କଲେ ବା ଅସନ୍ତୁଷ୍ଟ ହେଲେ ବ୍ୟକ୍ତି କୌଣସି କାର୍ଯ୍ୟରେ ସଫଳ ହୋଇପାରନ୍ତି ନାହିଁ । ଜୀବନରେ ନାନାଦି ଅସୁବିଧାର ସମ୍ମୁଖୀନ କରିବାକୁ ପଡ଼ିଥାଏ। ଆଉ ଯଦି ଆପଣଙ୍କ ଜାତକରେ ଶନି ଦଶା ରହିଛି ତାହାଲେ ଶନିବାର ଦିନ ଏହି ସବୁ ପ୍ରତିକାର କରିବା ଦ୍ବାରା ଶନି ଦେବଙ୍କ କୃପା ଲାଭ ହେବା ସହ ଶନିଙ୍କ ଆର୍ଶିବାଦ ଲାଭ ହୋଇଥାଏ ।

ଶନିବାର ଦିନ କରନ୍ତୁ ଏହି ସବୁ କାମ, ଶନିଦେବ ହେବେ ସନ୍ତୁଷ୍ଟ:

-ଶନିବାର ଦିନ ଶନି ଦେବଙ୍କ କୃପା ଲାଭ କରିବା ଲାଗି ଉପବାସ ପାଳନ କରନ୍ତୁ । ଏହି ଦିନ ବ୍ରହ୍ମା ମୁହୁର୍ତ୍ତରେ ସ୍ନାନ କରି ଶନି ଦେବଙ୍କ ମୂର୍ତ୍ତି ପୂଜା କରନ୍ତୁ । ଶନି ମନ୍ଦିର ଯାଇ ଏହି ଦିନ ଶନି ଦେବଙ୍କୁ ନୀଳ ଲାଜୱନ୍ତୀ ଫୁଲ, କଳା ତେଲ ଅର୍ପଣ କରନ୍ତୁ । ଏହା କରିବା ଦ୍ବାରା ଶନି ଦେବ ପ୍ରସନ୍ନ ହୋଇଥାଆନ୍ତି । ଦୁଖଃ କଷ୍ଟ ଦୂର ହୋଇଥାଏ ।

Share It

Comments are closed.