ଅଗଷ୍ଟ ୧୬ ତାରିଖ, ମଙ୍ଗଳବାର: କେମିତି ରହିବ ଆଜିର ଦିନଟି ଜାଣନ୍ତୁ


ନିକଟତମ ବ୍ୟକ୍ତିମାନଙ୍କ ସାହାର୍ଯ୍ୟ ନ ପାଇଲେ ମଧ୍ୟ ଆପଣଙ୍କର କୋନସି କାମ ଅଟକି ରହିବ ନାହିଁ । କଳହ ଠାରୁ ଦୁରେଇ ରହିବାକୁ ପଡିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । କାର୍ଯ୍ୟ ବିଳମ୍ବିତ ହୋଇପାରେ । କେବଳ ଭାଗ ବ୍ୟବସାୟରେ ଲାଭବାନ ହେବେ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୫

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସୁଖଭାରା ଦିନଟି।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ବୃଷ:~ ଆକସ୍ମିକ ଭାବରେ ଯୋଜନା ନ ଥାଇ ଦୁରସ୍ଥାନକୁ ଯାତ୍ରା କରିବାକୁ ପଡିପାର। ନିର୍ଭୀକ ଭାବେ କାର୍ଯ୍ୟ କରିପାରନ୍ତି। ବନ୍ଧୁ ମିଳନର ସୁଯୋଗ ସୃଷ୍ଟି ହୋଇଛି। ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୮

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ:~ କର୍ମକ୍ଷେତ୍ରରେ ନିଜ ଦକ୍ଷତାରୁ ପ୍ରଶଂସିତ ହେବେ । ଧନ ଲାଭର ଅପୂର୍ବ ସୁଯୋଗ ଅଛି । ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ।

ଶୁଭ ରଙ୍ଗ ମେରୁନ୍‌, ଶୁଭ ଅଙ୍କ ୪

ଗୃହିଣୀ- ସୁଖ ଅନୁଭବ କରିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

କର୍କଟ:~ ଅନାବଶ୍ୟକ ଖର୍ଚ୍ଚ ବଢିବା ସାଙ୍ଗକୁ ମାନସିକ ସନ୍ତୁଳନ ହରାଇବେ। ଲୋଭଗ୍ରସ୍ତ ହୋଇପାରନ୍ତି । ସାଙ୍ଗଠନିକ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ କରିବେ। କାର୍ଯ୍ୟର ବୈଶିଷ୍ଟ୍ୟ ଆପଣଙ୍କୁ ମହାନ୍ କରି ଗଢି ତୋଳିବ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୨

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ସିଂହ:~ କୌଣସି ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ତୀବ୍ର ହେବ। ପାରିବାରିକ ଅଶାନ୍ତି ଦେଖାଦେଇ ପାରେ। ଧୈର୍ଯର ସହ ମୁକାବିଲା କରିବାକୁ ପଡିବ। କୃଷିକ୍ଷେତ୍ର ଉପରେ ଗୁରୁତ୍ୱ ଦେଇପାରନ୍ତି।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୨

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

କନ୍ୟା:~ ପ୍ରତ୍ୟୁଷ ଯାତ୍ରା ସମୟରେ କେତେକ ଭୁଲ୍‌ କରିପାରନ୍ତି। ବିଭିନ୍ନ ଦିଗରୁ ଲାଭବାନ ହୋଇପାରନ୍ତି। ସାଙ୍ଗଠନିକ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ କରିବେ। କାର୍ଯ୍ୟର ବୈଶଷ୍ଟ୍ୟ ମହାନ୍ କରି ଗଢି ତୋଳିବେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୫

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ବିଛା:~ ବ୍ୟବସାୟ, ବାଣିଜ୍ୟ, ପରିବହନ ପ୍ରଭୃତିରେ ସମସ୍ୟା ଆଶିଂକ ସମାଧାନ ହୋଇପାରିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଆୟ ବୃଦ୍ଧିର ସୁଯୋଗ ଜୁଟିଛି। ବନ୍ଧୁଙ୍କ ସହାୟତାରୁ ଲାଭବାନ ହେବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୮

ଗୃହିଣୀ- ଧାର୍ମିକ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ଧନୁ:~ ପାରିପାଶ୍ୱିର୍କ ପରିସ୍ଥିତି ଓଲଟା ରହିବା ହେତୁ ଯାହା ଭାବିବେ ତାହା କରିପାରିବେ ନାହିଁ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ସାମୟିକ ଭାବେ କିଛି ସମୟ ପାଇଁ ଅଟକି ଯାଇପାରନ୍ତି । ପରିଶ୍ରମ ବୃଥା ହୋଇପାରେ । ମଧୁରଭାଷୀ ହେବେ।

ଶୁଭ ରଙ୍ଗ:~ ଗ୍ରୀନ୍,  ଶୁଭ ଅଙ୍କ:~ ୨

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମକର:~ ପରିସ୍ଥିତିବଶତଃ ବିଭିନ୍ନ ସମସ୍ୟା ରହିବ। ଆବଶ୍ୟକତା ପୂରନ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ। ନୂତନ କର୍ମ ପାଇ ନିଯୁକ୍ତି ମିଳିପାରେ । ଆୟ ଆଶାନୁରୂପ ହୋଇପାରେ । ସରକାରୀସ୍ତରରୁ ଲାଭ ଉଠାଇ ପାରନ୍ତି । ଲୋକ ପ୍ରିୟତା ବୃଦ୍ଧି ହେବ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~  ୬

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

କୁମ୍ଭ:~ ବ୍ୟବସାୟିକ କ୍ଷେତ୍ର, ମାଙ୍ଗଳିକ କାମ, ଆଲୋଚନା ସଭା, ପ୍ରଶାସନ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ଶ୍ରମର ମୂଲ୍ୟାଙ୍କନ ହେବ। ସର୍ବାଙ୍ଗୀନ ଉନ୍ନତ ହେବାର ସୂଚନା ମିଳୁଛି । ବିଭାଗୀୟ ସ୍ତରରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତ।

ଶୁଭ ରଙ୍ଗ:~ ହଳଦି, ଶୁଭ ଅଙ୍କ:~ ୬

ଗୃହିଣୀ- ପରକୁ ଆପଣାର କରିବେ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ମୀନ:~ ମାନସିକ ଅସ୍ଥିରତା ଅନୁଭବ କଲେ ମଧ୍ୟ କାମ ସାମାନ୍ୟ ବ୍ୟତିକ୍ରମ ଭିତରେ ସମ୍ପନ୍ନ ହେବ। ଏଣିକି ନିର୍ଭୟରେ କାର୍ଯ୍ୟ କରି ଚାଲିବେ। ଶ୍ରମ ବହୁଳ ହୋଇପାରେ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୧।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ସୁଖ ଅନୁଭବ କରିବେ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।


Share It

Comments are closed.