Browsing Tag

#KIIT #Nanhipari #Odisha #KISS #Beautycontest

ସ୍ନିଗ୍ଧା ମାଲବୀୟ ପିନ୍ଧିଲେ କିଟ୍ ନହ୍ନିପରୀ ମୁକୁଟ ୨୦୨୩

ଭୁବନେଶ୍ୱର, ୨୭/୧୨: ଉତ୍ତରପ୍ରଦେଶର ସ୍ନିଗ୍‍ଧା ମାଲବୀୟ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୩ ଟାଇଟଲ୍ ହାସଲ୍ କରିଛନ୍ତି । କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୩ର ଫାଇନାଲ୍ ତଥା ମେଗା ରାଉଣ୍ଡ ବୁଧବାର ଶେଷ ହୋଇଛି ।