ଏଥର ଫିକା ପଡିପାରେ ହୋଲି, ଏସଓପି ଜାରି କଲା କମିଶନରେଟ ପୋଲିସ


ଦୋଳ ମେଲଣ ଓ ହୋଲି ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଏସଓପି । କଟକରେ ଦୋଳ ମେଲଣ ପଡିଆରେ ୨ ଶହ ଲୋକଙ୍କୁ ଅନୁମତି ମିଳିଛି । ଦୋଳ ନିକଟରେ ୧୦ରୁ ଅଧିକ ଲୋକଙ୍କୁ ଅନୁମତି ମିଳିନାହିଁ । କୌଣସି ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମକୁ ମଧ୍ୟ ଅନୁମତି ମିଳିନାହଁ । କେବଳ ପରମ୍ପରା ଓ ବିଧି ମୁତାବକ କାର୍ଯ୍ୟକ୍ରମ ହେବ ।

ହୋଲିରେ ମଧ୍ୟ ରାଜରାସ୍ତାରେ ଏକାଠି ହେବାକୁ ବାରଣ କରାଯାଇଛି । ନିଜ ଘରେ ରହି ହୋଲି ଖେଳିବାକୁ ପରାମର୍ଶ ଦିଆଯାଇଛି । ଏସଆରସି ଜାରି କରିଥିବା ଗାଇଡ୍ ଲାଇନ୍ ଅନୁସାରେ ଦୋଳ ଯାତ୍ରା ଓ ହୋଲି ପାଳିବାକୁ ପରାମର୍ଶ ଦିଆଯାଇଛି । ନିୟମ ଉଲଂଘନ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନରେଟ୍ ପୋଲିସ


Share It

Comments are closed.