ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି


ବଙ୍ଗୋପସାଗରରେ ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହିଁ ସେନେଇ କିଛି ସ୍ପଷ୍ଟ ହୋଇ ନାହିଁ।


Share It

Comments are closed.